ରାଜ୍ୟରେ ଆଉ ୩ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି
ଭୁବନେଶ୍ଵର : ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ତିନି ଜଣଙ୍କୁ ମିଶାଇ ବାଲେଶ୍ଵରରେ ଆକ୍ରାନ୍ତ ସଂଖା ୧୯ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତ ତିନି ଜଣ ବାଲେଶ୍ଵର ଜିଲାର ହୋଇଥିବା ବେଳେ ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
3rd Health Update, 29 April
Three Positive Case in Balasore
44 yr Male, 61 yr Male & 63 yr Male(All Kolkata returnees. All asymptomatic. All were in quarantine)
Contact tracing and follow-up action is being done.Total Positive Case: 125
— I & PR Department, Odisha (@IPR_Odisha) April 29, 2020
Comments are closed.