www.samajalive.in
Thursday, December 11, 2025
15.1 C
Bhubaneswar

ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ବାର୍ତ୍ତାଳାପ

ଭୁବନେଶ୍ବର : କରୋନା ମହାମାରୀ ସମୟ​ରେ ଲକ୍ ଡାଉନ୍ ଯୋଗୁଁ ଗୁଜରାଟର ଅଟକିଥିବା ଓଡିଆ ଶ୍ରମିକଙ୍କୁ ଉପଯୁକ୍ତ ମୌଳିକ ସେବା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ସୂଚନା ଦେଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ ଗୁଜରାଟର ସୁରତ ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ଅଟକି ରହିଥିବା ଓଡ଼ିଆ ଶ୍ରମିକମାନେ ଲକଡାଉନ ପାଇଁ ବିଭିନ୍ନ ସମସ୍ୟାର ସାମ୍ନା କରୁଥିବା ଦୃ​‌ଷ୍ଟିକୁ ଆସିଥିଲା। ଏହି ପରିପ୍ରେକ୍ଷୀରେ ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ରୂପାନୀଙ୍କ ସହିତ ଟେଲିଫୋନ ଯୋଗେ ବାର୍ତ୍ତାଳାପ ହୋଇଛି। ବାର୍ତ୍ତାଳାପ ପରେ ଶ୍ରୀ ରୂପାନୀ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ରହିବା, ଖାଇବା, ସାମାଜିକ ଦୂରତା ସହ ସ୍ବାସ୍ଥ୍ୟ କଥା ଚିନ୍ତା କରିବେ ବୋଲି ଆଶ୍ବାସନା ଦେଇଛନ୍ତି। ସେହିପରି ଗୁଜରାଟରେ ଥିବା ଓଡ଼ିଆ ଶ୍ରମିକଙ୍କ ସଂକ୍ରାନ୍ତରେ ରାଜ୍ୟ ସରକାର ଯୋଗସୂତ୍ର ରଖୁଛନ୍ତି ବୋଲି ସେ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories