ଭୁବନେଶ୍ବର : ରାଜ୍ୟରେ ଶନିବାର ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହିତ ସଂକ୍ରମିତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ୬୧ ନମ୍ବର କରୋନା ରୋଗୀଙ୍କ ଘର ବାଲେଶ୍ବର ଜିଲାରେ ହୋଇଥିବା ବେଳେ ସେ ୫୮ବର୍ଷ ବୟସର ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି
Popular Categories



