www.samajalive.in
Saturday, December 13, 2025
23.1 C
Bhubaneswar

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା

ଭୁବନେଶ୍ବର: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା। ଉଭୟଙ୍କୁ କରୋନା ପଜିଟିଭ ହୋଇଥିବା ନେଇ ନିଜେ ସମୀର ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି। ସେ ଟ୍ବିଟରେ କହିଛନ୍ତି ଯେ, ଆମେ ସୁସ୍ଥ ଅଛୁ , ଆମ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଟେଷ୍ଟ କରାଇ ନିଅନ୍ତୁ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories