www.samajalive.in
Monday, December 15, 2025
24.1 C
Bhubaneswar

୫୦ ପ୍ରତିଶତ ସରକାରୀ କର୍ମଚାରୀ ଘରୁ କାର୍ଯ୍ୟ କରିବେ : କେନ୍ଦ୍ର ସରକାର

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବି ଏବଂ ସି ବର୍ଗର ୫୦ ପ୍ରତିଶତ କର୍ମଚାରୀ ପ୍ରତିଦିନ ଅଫିସକୁ ଆସିବେ। ଅବଶିଷ୍ଟ ୫୦ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। କର୍ମଚାରୀଙ୍କ କାର୍ଯ୍ୟ ସମୟ ପରିବର୍ତ୍ତନ କରାଯାଇପାରେ। କେନ୍ଦ୍ରୀୟ କର୍ମଚାରୀ, ଜନ ଅଭିଯୋଗ ଏବଂ ପେନ୍‌ସନ୍ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି।

ଆଦେଶ ଅନୁଯାୟୀ, ସମସ୍ତ କର୍ମଚାରୀ ପର୍ଯ୍ୟାୟ କ୍ରମେ ଘର ଏବଂ ଅଫିସରୁ କାର୍ଯ୍ୟ କରିବେ। କର୍ମଚାରୀଙ୍କ ଉପରେ ଏହି ଆଦେଶ ଏପ୍ରିଲ୍ ୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯିବ। ସେହିପରି କରୋନା ଭାଇରସ ସହ ଜଡିତ ଥିବା କୌଣସି କର୍ମଚାରୀଙ୍କ ଉପରେ ଏହି ରୋଷ୍ଟର ସମୟ ଲାଗୁ ହେବ ନାହିଁ। ସେମାନେ ନିଜ କାର୍ଯ୍ୟ ଜାରି ରଖିପାରିବେ।

- Advertisement -

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories