www.samajalive.in
Saturday, December 6, 2025
14.1 C
Bhubaneswar

କରୋନା ଭାଇରସ୍ : ଗତ ୨୪ ଘଣ୍ଟାରେ ସ୍ପେନରେ ୩୯୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : କରୋନା ଭୂତାଣୁ(ଭାଇରସ୍) ସାରା ବିଶ୍ଵକୁ ଗ୍ରାସ କରିବାକୁ ବସିଛି। କରୋନାରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସ୍ପେନରେ ଗତ ୨୪ ଘଣ୍ଟା ମଧ୍ୟରେ, କରୋନାରେ ମୋଟ ୩୯୯ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୋମବାର ସ୍ପେନ୍ ସରକାର ଏହି ସୂଚନା ଦେଇଛନ୍ତି।


ସେହିଭଳି ଏହି ଭୂତାଣୁ ଯୋଗୁଁ ସମଗ୍ର ଦେଶରେ ଏପର୍ୟ୍ୟନ୍ତ ଏକ ଲକ୍ଷ ୬୫ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ୨୪ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। ୬ ଲକ୍ଷ ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକ ଆରୋଗ୍ୟ ଲାଭ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories