www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦ୍ର ଉପରେ ସୁପ୍ରିମକୋର୍ଟ ସନ୍ତୁଷ୍ଟ

ନୂଆଦିଲ୍ଲୀ : କରୋନା ସଂକ୍ରମଣ ରୋକିବାକୁ କେନ୍ଦ୍ର ସରକାର ନେଇଥିବା ପଦକ୍ଷେପ ଉପରେ ସୁପ୍ରିମକୋର୍ଟ ସନ୍ତୋଷ ବ୍ୟକ୍ତ କରିଛନ୍ତି। ସମାଲୋଚକମାନେ ମଧ୍ୟ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରୁଥିବା ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଏସଏ ବୋବଡେ, ବିଚାରପତି ଏଲଏନ ରାଓ ଓ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ପୀଠ ସୋମବାର ଏପରି ମତବ୍ୟକ୍ତ କରିଛନ୍ତି। କରୋନା ଭୂତାଣୁ ସ୍ବାବ ନମୁନା ପରୀକ୍ଷା ଲାଗି ଅଧିକ ଲାବରୋଟୋରି ଖୋଲିବା ଓ ଅଧିକ ପ୍ରତିଷେଧକ ପଦକ୍ଷେପ ପାଇଁ କେନ୍ଦ୍ର ସରକାରଙ୍କୁ ଆବଶ୍ୟକ ନିର୍ଦେଶ ଲାଗି କେତେକ ପିଟିସନ ଦାୟର ହୋଇଥିଲା। ପିଟିସନ ଶୁଣାଣି ସମୟରେ ସୁପ୍ରିମକୋର୍ଟ ଉପରୋକ୍ତ ମତବ୍ୟକ୍ତ କରିବା ସହ ଅଧିକ ପ୍ରତି​‌େ​‌ଷଧକ ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ସ୍ମାରକପତ୍ର ଦେବାଲାଗି ଆବେଦନକାରୀଙ୍କୁ କହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories