www.samajalive.in
Sunday, December 14, 2025
23.1 C
Bhubaneswar

ଦେଶରୁ ଔଷଧ ରପ୍ତାନୀ ୧୪୬ % ବୃଦ୍ଧି

ନୂଆଦିଲ୍ଲୀ : ଦେଶରୁ ଔଷଧ ରପ୍ତାନୀ ଗତ ୪ ମାସ ମଧ୍ୟରେ ୧୪୬ ପ୍ରତିଶତ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମୁଣ୍ଡଭ୍ୟ କହିଛନ୍ତି ୨୦୧୩-୧୪ରେ ଦେଶରେ ଔଷଧ ରପ୍ତାନୀ ପରିମାଣ ୨୦ ହଜାର ୫୯୬ କୋଟି ଟଙ୍କା ଥିବା ବେଳେ ଗତ ଏପ୍ରିଲ୍‍ରୁ ଜୁଲାଇ ମାସ ମଧ୍ୟରେ ତାହା ୫୦ ହଜାର କୋଟି ଟଙ୍କାକୁ ବୃଦ୍ଧି ପାଇଛି।

ବିଶ୍ବସ୍ତରରେ ଭାରତୀୟ ଔଷଧର ଚାହିଦା ଓ ବିଶ୍ବସନୀୟତା ବୃଦ୍ଧି ପାଇଛି । ବିଶ୍ବ ଔଷଧ ଜଗତରେ ଭାରତର ସ୍ବାସ୍ଥ୍ୟସେବା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି। ଖୁବ ଶୀଘ୍ର ଭାରତ ବିଶ୍ବର ଔଷଧ ଉତ୍ପାଦନ ଓ ରପ୍ତାନୀ କେନ୍ଦ୍ର ହୋଇପାରିବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି। ସେହିପରି ଦେଶରେ ଉତ୍ପାଦିତ ଔଷଧ ଗୁଡ଼ିକର ରପ୍ତାନୀ ବେଶ ଉଚ୍ଚ ସ୍ତରକୁ ବୃଦ୍ଧି ପାଇଛି ବୋଲି ସେ କହିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories