www.samajalive.in
Saturday, December 6, 2025
16.1 C
Bhubaneswar

ବିଲରୁ ମିଳିଲା ଦମ୍ପତିଙ୍କ ମୃତଦେହ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଅଞ୍ଚଳରୁ ଏକ ବିଲରୁ ଦମ୍ପତିଙ୍କ ମୃତଦେହ ଠାବ ହୋଇଛି । ଦୁଇ ମାସ ତଳେ ଉଭୟ ବିବାହ କରିଥିଲେ । ତେବେ ରବିବାର ଗାଁ ଚାଷ ଜମିରୁ ଉଭୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ ଗ୍ରାମବାସୀ । ତୁରନ୍ତ ପୁଲିସକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି ପୁଲିସ । ତଦନ୍ତ ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡିବ ବୋଲି ପୁଲିସ ସୂଚନା ଦେଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories