www.samajalive.in
Saturday, December 6, 2025
16.1 C
Bhubaneswar

ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ସୋଡ଼କ ଗାଁରେ ରବିବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ନିଜ ଘର ଭିତରୁ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତଳେ ଚଟାଣରେ ସ୍ତ୍ରୀର ମୃତ୍ୟଦେହ ପଡ଼ିଥିବା ବେଳେ ଝୁଲନ୍ତା ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories