www.samajalive.in
Saturday, December 6, 2025
14.1 C
Bhubaneswar

ବିଆର୍‌ଏସ୍‌ ନେତ୍ରୀ କେ. କବିତାଙ୍କୁ ଅଦାଲତି ଝଟ୍‌କା; ଅନ୍ତରୀଣ ଜାମିନ୍ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି(ବିଆରଏସ) ନେତ୍ରୀ କେ. କବିତାଙ୍କୁ ଅଦାଲତରୁ ବଡ଼ ଝଟ୍‌କା ଲାଗିଛି। ରାଉସ୍ ଆଭେନ୍ୟୁ କୋର୍ଟ ତାଙ୍କ ଅନ୍ତରୀଣ ଜାମିନ୍ ଆବେଦନ ଖାରଜ କରିଦେଇଛନ୍ତି। ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତା ତାଙ୍କ ନାବାଳକ ପୁଅର ସ୍କୁଲ ପରୀକ୍ଷାକୁ ଆଧାର କରି ଅନ୍ତରୀଣ ଜାମିନ ଆବେଦନ କରିଥିଲେ।

ବିବାହ ଶୋଭାଯାତ୍ରା ପାଇଁ ମିଳୁନି କାର କି ବସ୍‌‌: ଚିନ୍ତାରେ ବର ଘର

- Advertisement -

ସୂଚନାଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ବନ୍ଦୀ ଅଛନ୍ତି ବିଆରଏସ ନେତ୍ରୀ କେ. କବିତା। ଗତ ଏପ୍ରିଲ ୨ରେ କୋର୍ଟ ତାଙ୍କୁ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଥିଲେ। ଏବେ ସେ ଏପ୍ରିଲ ୧୫ ପର୍ଯ୍ୟନ୍ତ ଜେଲରେ ରହିବେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories