www.samajalive.in
Saturday, December 6, 2025
26.1 C
Bhubaneswar

ଆପ୍‌କୁ ଝଟ୍‌କା, ଶିକ୍ଷା ମନ୍ତ୍ରୀ ଆତିଶୀଙ୍କୁ ସମନ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ମଧ୍ୟରେ ଆମ୍ ଆଦ୍‌ମୀ ପାର୍ଟି(ଆପ୍‌) ନେତା ତଥା ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଆତିଶୀଙ୍କୁ ଅଦାଲତରୁ ବଡ଼ ଝଟ୍‌କା ଲାଗିଛି। କୋର୍ଟ ଆତିଶୀଙ୍କୁ ସମନ କରିଛନ୍ତି। ଏଥିରେ କୋର୍ଟ ଆତିଶୀଙ୍କୁ ଜୁନ୍‌ ୨୯ରେ ହାଜର ହେବାକୁ ନିର୍ଦେଶ ଦେଇଛନ୍ତି। ବିଜେପି ମୁଖପାତ୍ର ପ୍ରବୀଣ ଶଙ୍କର କପୁରଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନି ମାମଲାରେ କୋର୍ଟ ଏହି ସମନ ପଠାଇଛନ୍ତି।

ବିଜେପି ନେତା ତଥା ନୂଆଦିଲ୍ଲୀ ସଂସଦୀୟ ଆସନର ବିଜେପି ପ୍ରାର୍ଥୀ ବାନ୍‌ସୁରୀ ସ୍ୱରାଜ କହିଛନ୍ତି ଯେ, ଦିଲ୍ଲୀ ମନ୍ତ୍ରୀ ଆତିଶୀ ବିନା କୌଣସି ଯୁକ୍ତିରେ ଏବଂ ବିନା ପ୍ରମାଣରେ ପାର୍ଟି ବିରୋଧରେ ‘ଅପରେସନ୍ ଲୋଟସ୍’ ଭଳି ଘୃଣ୍ୟ ଅଭିଯୋଗ ଆଣିଛନ୍ତି। ଏହାପରେ ପ୍ରବୀଣ ଶଙ୍କର କପୁରଙ୍କ ତରଫରୁ ଦିଲ୍ଲୀ ମନ୍ତ୍ରୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା।

- Advertisement -

 

Hot this week

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

Related Articles

Popular Categories