www.samajalive.in
Sunday, December 7, 2025
26.1 C
Bhubaneswar

କୋଭାକ୍ସିନ୍‌ ଟିକା ପ୍ରସ୍ତୁତକାରୀ କମ୍ପାନୀର ୫୦ କର୍ମଚାରୀ ସଂକ୍ରମିତ

ହାଇଦରାବାଦ: କୋଭାକ୍ସିନ୍‌ ଟିକା ପ୍ରସ୍ତୁତକାରୀ କମ୍ପାନୀ ଭାରତ ବାୟୋଟେକ୍ର ୫୦ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। କମ୍ପାନୀର ଯୁଗ୍ମ ପରିଚାଳନା ନିର୍ଦେଶିକା ସୁଚିତ୍ରା ଇଲା ଏହି ସୂଚନା ଦେଇଛନ୍ତି। କୋଭାକ୍ସିନ୍ ଲୋକଙ୍କ ଜୀବନ ରକ୍ଷା କରୁଥିବା ବେଳେ ଏହାର ପ୍ରସ୍ତୁତକାରୀ କର୍ମଚାରୀ ସଂକ୍ରମିତ ହେବା ନେଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯାଇଛି। ଭାରତ ବାୟୋଟେକ୍‌ ସମ୍ପ୍ରତି ୧୮ଟି ରାଜ୍ୟକୁ ଟିକା ଯୋଗାଉଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories