www.samajalive.in
Saturday, December 6, 2025
26.1 C
Bhubaneswar

କୋଭାସିଲ୍ଡର ୩ୟ ପର୍ଯ୍ୟାୟ ପରୀକ୍ଷା ଆରମ୍ଭ

ପୁଣେ : ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟ ଦ୍ବାରା ବିକଶିତ ଓ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଇଣ୍ଡିଆ ଦ୍ବାରା ପ୍ରସ୍ତୁତ କରୋନା ଟିକା ‘କୋଭିସିଲ୍ଡ’ର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ୧୫୦ରୁ ୨୦୦ ସ୍ବେଚ୍ଛାସେବୀଙ୍କଠାରେ ସାସନ୍‌ ଜେନେରାଲ ହସ୍ପିଟାଲରେ ଆରମ୍ଭ ହୋଇଛି। ପୂର୍ବରୁ ଏଠାକାର ଭାରତୀ ବିଦ୍ୟାପୀଠ ମେଡିକାଲ କଲେଜ ଓ କେଇଏମ ହସ୍ପିଟାଲରେ ଟିକାର ଦ୍ବିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ କରାଯାଇଥିଲା ଓ ଏହା ସଫଳ ଥିବା କୁହାଯାଇଛି। କୋଭିଡ-୧୯ ଲାଗି ବ୍ରିଟେନ୍‌-ସ୍ବିଡେନ୍‌ କମ୍ପାନୀ ଆଷ୍ଟ୍ରାଜେନିକା ସହିତ ମିଶି ଏହାକୁ ପ୍ରସ୍ତୁତ କରୁଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories