www.samajalive.in
Saturday, December 13, 2025
21.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୬ ମାମଲା, ୩୧ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୬ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୩୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories