www.samajalive.in
Tuesday, December 9, 2025
15.1 C
Bhubaneswar

ଦୃତ ଗତିରେ ହ୍ରାସ ପାଉଛି କରୋନା ସଂକ୍ରମଣ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ:ଜାନୁଆରୀ ୨୪ରେ ସଂକ୍ରମିତ ହାର ୨୦.୭୫ ପ୍ରତିଶତ ରହିଥିଲା। ବର୍ତ୍ତମାନ ସଂକ୍ରମିତ ହାର ୪.୪୪ ପ୍ରତିଶତକୁ ଖସି ଆସିଛି। ତେଣୁ ସଂକ୍ରମଣ ଦୃତଗତିରେ ହ୍ରାସ ପାଉଥିବା ଏହା ଦର୍ଶାଉଛି। ତଥାପି କେରଳ, ମିଜୋରାମ, ହିମାଚଳ ପ୍ରଦେଶରରେ ସଂକ୍ରମଣ ଅଧିକ ରହୁଛି ବୋଲି ଦେଶରେ କରୋନା ସଂକ୍ରମଣ ନେଇ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

 

- Advertisement -

ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଅଧିକାରୀ କହିଛନ୍ତି ଯେ ୪ ରାଜ୍ୟରେ ୫୦ହଜାରରୁ ଊର୍ଦ୍ଧ୍ବ ଲେଖାଏଁ ସକ୍ରିୟ ମାମଲା ରହିଛି। କେରଳ, ମହାରାଷ୍ଟ୍ର, ତାମିଲନାଡୁ ଓ କର୍ଣ୍ଣାଟକରେ ୫୦ରୁ ଊର୍ଦ୍ଧ୍ବ ସକ୍ରିୟ ମାମଲା ରହିଛି। ୧୧ ରାଜ୍ୟରେ ୧୦ହଜାରରୁ ୫୦ ହଜାର ମଧ୍ୟରେ ସକ୍ରିୟ ମାମଲା ରହିଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories