www.samajalive.in
Monday, December 15, 2025
24.1 C
Bhubaneswar

ଦେଶବ୍ୟାପୀ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି, କେରଳରେ ୨୭୩ ଓ ଦିଲ୍ଲୀରେ ୨୩ ଚିହ୍ନଟ

ସମାଜ ଡିଜିଟାଲ ଡେସ୍କ: ପୁଣି ଥରେ ଲେଉଟୁଛି କରୋନା। ଧୀରେ ଧୀରେ କରୋନା ସଂକ୍ରମଣ ଦେଶବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବାରୁ ସରକାରଙ୍କ ପାଇଁ ଏହା ସତର୍କ ଘଣ୍ଟି ସଦୃଶ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଆସନ୍ତା ୨୮ ତାରିଖରେ ସରକାର ଏହାର ସମୀକ୍ଷା କରିବେ​ ବୋଲି କହିଛନ୍ତି।

ସିଙ୍ଗାପୁର ଏବଂ ହଂକଂରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ପରେ ଭାରତରେ ମଧ୍ୟରେ ଅନୁରୂପ ଅବସ୍ଥା ଦେଖିବାକୁ ମିଳିଛି। ଗତ ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏକାଧିକ ରାଜ୍ୟରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳରେ ସର୍ବାଧିକ ସଂକ୍ରମିତ ଠାବ ହୋଇଥିବା ଜଣାପଡ଼ିଛି। ଏଠାରେ ୨୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମହାରାଷ୍ଟ୍ରରେ ୪୫, ଗୁଜରାଟରେ ୩୪ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେହିପରି କର୍ଣ୍ଣାଟକରେ ୩୫, ଦିଲ୍ଲୀରେ ୨୩, ଆନ୍ଧ୍ରପ୍ରଦେଶରେ ୪ ଜଣ ଚିହ୍ନଟ ହୋଇଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories