www.samajalive.in
Monday, December 8, 2025
24.1 C
Bhubaneswar

କୋଭିଡ୍‌-୧୯ ମୁକାବିଲା: ୬୭୯୮ ଗ୍ରାମ ପଞ୍ଚାୟତରେ ୧୫,୬୮୫ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ଭୁବନେଶ୍ବର : କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୫,୬୮୫ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୬,୮୯,୬୦୨ ଶଯ୍ୟାର ବ୍ୟବସ୍ଥା କରାଯାଇଛି।

ଓଡ଼ିଶାର ବିଭିନ୍ନ ମେଡିକାଲ୍‌ କଲେଜର କୋଭିଡ-୧୯ ପ୍ରଶିକ୍ଷକମାନେ କରୋନା ସଂକ୍ରମଣକୁ ପ୍ରତିହତ କରିବା ଦିଗରେ ସଦ୍ୟତମ ମାର୍ଗଦର୍ଶିକା ବିଷୟରେ ରୋଗ ନିୟନ୍ତ୍ରଣ ପ୍ରତିଷ୍ଠାନ (ସିଡିସି), ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର), ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ଖ୍ରୀଷ୍ଟିଆନ ମେଡିକାଲ କଲେଜର ବିଶେଷଜ୍ଞମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି ବୋଲି ସୂଚନା ଓ ଲେକା ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories