www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ୧୬ ହଜାର ପାର୍‍ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଆଉ ୧୬,୦୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୧,୯୦,୬୯୭କୁ ବୃଦ୍ଧି ପାଇଛି। ଆଉ ୧୯,୫୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୫,୩୫,୬୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୨%। ଆଉ ୫୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୮୨୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୧ ଲକ୍ଷ ୨୮ ହଜାର ୨୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୯%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories