www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ କରୋନା ; ୧,୨୪୭ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନେ ବୃଦ୍ଧି ହେଉଥିବା ବେଳେ ଦିନେ ହ୍ରାସ ହେଉଛି। ୨୪ ଘଣ୍ଟାରେ ଆଉ ୧,୨୪୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୪୫,୫୨୭କୁ ବୃଦ୍ଧି ପାଇଛି। ସେହିପରି ଆଉ ୯୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୧୧,୭୦୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୯୬୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ଆଉ ୧୧,୮୬୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୦୧,୯୦୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୨୫,୦୬,୭୫୫ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ଆଗରୁ ୧୬,୮୯,୯୯୫ ଟିକା ନେଇଥିବା ବେଳେ ମୋଟ ୧,୮୬,୭୨,୧୫,୮୬୫ ଟିକାକରଣ କରାଯାଇଛି। ପୂର୍ବାହ୍ନ ସୁଦ୍ଧା ୩,୫୩,୯୫୧ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories