www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ଆଉ ୨ ହଜାର ୩୨୩ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୩୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ୍‍ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୩୪,୧୪୫କୁ ବୃଦ୍ଧି ପାଇଛି। ସେହିପରି ଆଉ ୨,୩୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୯୪,୮୦୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୭୫%। ଚିିକିତ୍ସାଧୀନ ଅବସ୍ଥାରେ ଆଉ ୨୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୩୪୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୨%। ୧୪,୯୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories