www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ। ଦିନକରେ ଆଉ ୧୧୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୬୯,ସଙ୍ଗରୋଧରୁ ୬୯୯,ସ୍ଥାନୀୟ ୪୯୭।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୪, ବାଲେଶ୍ୱର ୧୯, ବରଗଡ ୧୨, ଭଦ୍ରକ ୧୨, ବଲାଙ୍ଗୀର ୧୫, ବୌଦ୍ଧ ୧୬, କଟକ ୧୦୯, ଦେଓଗଡ ୩, ଢେଙ୍କାନାଳ ୩, ଗଜପତି ୬, ଗଞ୍ଜାମ ୨, ଜଗତସିଂହପୁର ୧୫, ଯାଜପୁର ୨୮, ଝାରସୁଗୁଡା ୩୩, କଳାହାଣ୍ଡି ୬, କନ୍ଧମାଳ ୫, କେନ୍ଦ୍ରାପଡା ୧୧,କେନ୍ଦୁଝର ୧୪, ଖୋର୍ଦ୍ଧା ୩୧୨, କୋରାପୁଟ ୯, ମୟୁରଭଞ୍ଜ ୧୦୨, ନବରଙ୍ଗପୁର ୧୨, ନୟାଗଡ ୩୬, ପୁରୀ ୨୭, ରାୟଗଡା ୧୯, ସମ୍ବଲପୁର ୭୦, ସୋନପୁର ୫୨, ସୁନ୍ଦରଗଡ ୧୭୪,ଷ୍ଟେଟ ପୁଲରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୩,୧୯୧କୁ ବୃଦ୍ଧି ପାଇଛି। ୧୨,୮୬,୯୧୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୦୯୩ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories