www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ କରୋନା : ୩ ହଜାର ୯୬୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩ ହଜାର ୯୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୪୪ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ମିଳିଛି। ଚିକିତ୍ସାଧୀନ ଅବସ୍ଥାରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟ ୫,୩୧,୬୦୬ରେ ପହଞ୍ଚିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪.୪୯ କୋଟି ରେକର୍ଡ କରାଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ମାମଲାରେ ଏଯାଏଁ ୦.୦୮ ପ୍ରତିଶତ ରହିଛି। ଆରୋଗ୍ୟ ହାର ୯୮.୭୩ ରେକର୍ଡ କରାଯାଇଛି। କରୋନାରୁ ୪,୪୩,୯୨,୮୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୃତ୍ୟୁ ହାର ୧.୧୮ ପ୍ରତିଶତ। ଏଯାଏଁ ୨୨୦.୬୬ କରୋନା ଟିକାର ପାନ ଦିଆଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories