www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ହ୍ରାସ ସଂକ୍ରମଣ ; ବୃଦ୍ଧି ଆରୋଗ୍ୟହାର

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧ହଜାର ୬୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୮,୦୩୨କୁ ବୃଦ୍ଧି ପାଇଛି। ଆଉ ୨,୩୪୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୮୦,୪୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୭୫%। ୧୬,୭୪୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୪%। ସେହିପରି ଦିନକ ପୂର୍ବରୁ ୬,୫୮,୪୮୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ଏଯାଏଁ ୭୮,୬୩,୦୨,୭୧୪ ନୁମନା ପରୀକ୍ଷା କରାଯାଇଛି। ଦିନକରେ ୨୯,୦୭,୪୭୯ ଟିକା ନେଇଥିବା ବେଳେ ମୋଟ ୧,୮୨,୮୭,୬୮,୪୭୬ ଟିକାକରଣ କରାଯାଇଛି। ଆଜି ଅପରାହ୍ନ ଯାଏଁ ୨୨,୧୯,୧୬୭ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories