www.samajalive.in
Monday, December 8, 2025
14.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ବୃଦ୍ଧି ଆରୋଗ୍ୟ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ତୁଳନାରେ ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଉଛି। ଦିନକରେ ଆଉ ୬,୫୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯,୪୫,୧୬୦କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୪,୯୪୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଥିବା ବେଳେ ମୋଟ ୪,୨୩,୫୩,୬୨୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୨%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୪,୩୮୮ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୭୭,୧୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦. ୧୮%। ଦିନକ ପୂର୍ବରୁ ୮,୮୨,୯୫୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୭,୦୦,୫୦,୦୦୫ ନମୁନା ପରୀକ୍ଷା କରାଯାଇଛି। ୨୪ ଘଣ୍ଟାରେ ୨୧,୮୩,୯୭୬ ଟିକା ନେଇଥିବା ବେଳେ ମୋଟ ୧,୭୮,୦୨,୬୩,୨୨୨ ଟିକାକରଣ କରାଯାଇଛି। ଗୁରୁବାର ୩,୮୦,୭୭୯ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟୁଇଟ୍‍ ଯୋଗେ ସୂଚନା ମିଳିଛି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories