www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩,ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ୬। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୫୧କୁ ବୃଦ୍ଧି ପାଇଛି। ୧୨,୭୮,୬୬୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧, ବଲାଙ୍ଗୀର ୧, କେନ୍ଦ୍ରାପଡା ୩, ଖୋର୍ଦ୍ଧା ୪, ରାୟଗଡା ୨, ସମ୍ବଲପୁର ୧, ସୁନ୍ଦରଗଡ ୩ ଓ ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories