www.samajalive.in
Saturday, December 6, 2025
15.1 C
Bhubaneswar

ଓଡିଶାରେ କରୋନାର ସ୍ଥିତି

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧,ସଙ୍ଗରୋଧରୁ ୮,ସ୍ଥାନୀୟ ୫। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୨୭କୁ ବୃଦ୍ଧି ପାଇଛି। ଏହାସହ ମୋଟ ୧୨,୭୯,୦୨୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୩,ବରଗଡ ୧, ବଲାଙ୍ଗୀର ୧, କଟକ ୧, ଗଜପତି ୨, ଖୋର୍ଦ୍ଧା ୩,ନୂଆପଡା ୧, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories