www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ କରୋନା ; ଏକ ଅଙ୍କରେ ସୀମିତ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ କେହି ନଥିବା ବେଳେ ସଙ୍ଗରୋଧରୁ ୫ ଓ ସ୍ଥାନୀୟ ୩।

- Advertisement -


୩ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁୁ ୫, କୋରାପୁଟ ୧, ସୁନ୍ଦରଗଡ ୧, ଷ୍ଟେଟପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୫୭କୁ ବୃଦ୍ଧି ପାଇଛି। ୧୨,୭୯,୦୬୨ ମୋଟ୍‍ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories