www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୪୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୯,ସଙ୍ଗରୋଧରୁ ୨୭୬ ଓ ସ୍ଥାନୀୟ ୧୯୪।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୯, ଭଦ୍ରକ ୧, କଟକ ୯୪, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୭୭, ଯାଜପୁର ୪, ଝାରସୁଗୁଡା ୧, କେନ୍ଦ୍ରାପଡା ୨, କେନ୍ଦୁଝର ୩, ଖୋର୍ଦ୍ଧା ୨୨୧, ମୟୁରଭଞ୍ଜ ୭, ନୟାଗଡ ୪, ନୂଆପଡା ୫, ପୁରୀ ୧୭, ରାୟଗଡା ୧, ସମ୍ବଲପୁର ୯, ସୋନପୁର ୪, ସୁନ୍ଦରଗଡ ୨୪, ଷ୍ଟେଟ ପୁଲରୁ ୫୨। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬କୁ ବୃଦ୍ଧି ପାଇଛି। ୧୨,୮୦,୭୫୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୪୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories