www.samajalive.in
Sunday, December 7, 2025
23.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ୮୧୬ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ହଜାର ଅତିକ୍ରମ କରିଥିବା ବେଳେ ଏବେ ଏଥିରେ ସାମାନ୍ୟ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୮୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୧୮, ସଙ୍ଗରୋଧରୁ ୪୭୭ ଓ ସ୍ଥାନୀୟ ୩୩୯।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୭, ବାଲେଶ୍ୱର ୧୩, ବରଗଡ ୭, ଭଦ୍ରକ ୮, ବଲାଙ୍ଗୀର ୧୦, ବୌଦ୍ଧ ୧୧, କଟକ ୭୮, ଦେଓଗଡ ୫, ଢେଙ୍କାନାଳ ୬, ଗଜପତି ୯, ଜଗତସିଂହପୁର ୧୩,ଯାଜପୁର ୨୬, ଝାରସୁଗୁଡା ୧୩,କଳାହାଣ୍ଡି ୧୨, କନ୍ଧମାଳ ୭,କେନ୍ଦ୍ରାପଡା ୧୩, କେନ୍ଦୁଝର ୧୦,ଖୋର୍ଦ୍ଧା ୨୧୮,କୋରାପୁଟ ୩, ମୟୁରଭଞ୍ଜ ୨୯, ନବରଙ୍ଗପୁର ୭, ନୟାଗଡ ୨୬, ନୂଆପଡା ୧,ପୁରୀ ୨୦, ରାୟଗଡା ୬, ସମ୍ବଲପୁର ୫୭, ସୋନପୁର ୧୪, ସୁନ୍ଦରଗଡ ୧୪୧, ଷ୍ଟେଟ ପୁଲରୁ ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮କୁ ବୃଦ୍ଧି ପାଇଛି। ୧୨,୮୪,୮୩୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୯୧୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

 

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories