www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ହଜାରେ ତଳେ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୩୪,ସଙ୍ଗରୋଧରୁ ୪୬୬ ଓ ସ୍ଥାନୀୟ ୩୩୧। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨କୁ ବୃଦ୍ଧି ପାଇଛି। ୧୨,୯୮,୦୧୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ହଜାର ୭୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୮, ବରଗଡ ୩୦, ଭଦ୍ରକ ୭, ବଲାଙ୍ଗୀର ୨୮, ବୌଦ୍ଧ ୩୮, କଟକ ୨୧, ଦେଓଗଡ ୯, ଢେଙ୍କାନାଳ ୩, ଗଜପତି ୫, ଜଗତସିଂହପୁର ୧୧, ଯାଜପୁର ୧୯, ଝାରସୁଗୁଡା ୧୯, କଳାହାଣ୍ଡି ୩୭, କନ୍ଧମାଳ ୧୮, କେନ୍ଦ୍ରାପଡା ୫, କେନ୍ଦୁଝର ୧୩, ଖୋର୍ଦ୍ଧା ୧୧୩, କୋରାପୁଟ ୪, ମୟୁରଭଞ୍ଜ ୬୭,ନବରଙ୍ଗପୁର ୨୦, ନୟାଗଡ ୧୭, ନୂଆପଡା ୧୧,ପୁରୀ ୧, ରାୟଗଡା ୧୧, ସମ୍ବଲପୁର ୬୬, ସୋନପୁର ୨୩, ସୁନ୍ଦରଗଡ ୧୭୬,ଷ୍ଟେଟ ପୁଲରୁ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories