www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ଆଉ ୧୨୮ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୨୨,ସଙ୍ଗରୋଧରୁ ୭୩ ଓ ସ୍ଥାନୀୟ ଆକ୍ରାନ୍ତ ୫୫ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫କୁ ବୃଦ୍ଧି ପାଇଛି। ୧୨,୭୪,୭୫୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୭୧୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪, ବାଲେଶ୍ୱର ୮, କଟକ ୪, ଗଜପତି ୧୯, ଯାଜପୁର ୨, ଝାରସୁଗୁଡା ୨୨, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡା ୮, ଖୋର୍ଦ୍ଧା ୧୩, କୋରାପୁଟ ୭, ମାଲକାନଗିରି ୧, ମୟୁରଭଞ୍ଜ ୮, ନବରଙ୍ଗପୁର ୫,ନୟାଗଡ ୧, ନୂଆପଡା ୩, ପୁରୀ ୧, ସମ୍ବଲପୁର ୭, ସୁନ୍ଦରଗଡ ୧୧, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories