www.samajalive.in
Saturday, December 6, 2025
26.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ୯୨୦ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୯୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୬୬,ସଙ୍ଗରୋଧରୁ ୫୩୮ ଓ ସ୍ଥାନୀୟ ୩୮୨।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧,ବାଲେଶ୍ୱର ୧୭,ବରଗଡ ୫୪, ଭଦ୍ରକ ୪, ବଲାଙ୍ଗୀର ୩୭, ବୌଦ୍ଧ ୧୨,କଟକ ୩୬, ଦେଓଗଡ ୭, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୧୨, ଜଗତସିଂହପୁର ୮,ଯାଜପୁର ୧୩, ଝାରସୁଗୁଡା ୯, କଳାହାଣ୍ଡି ୧୭, କନ୍ଧମାଳ ୨୦, କେନ୍ଦ୍ରାପଡା ୯,ଖୋର୍ଦ୍ଧା ୧୩୩, କୋରାପୁଟ ୨୯, ମୟୁରଭଞ୍ଜ ୪୮, ନବରଙ୍ଗପୁର ୧୨, ନୟାଗଡ ୨୩, ନୂଆପଡା ୯, ପୁରୀ ୧୨, ରାୟଗଡା ୧୫, ସମ୍ବଲପୁର ୬୮, ସୋନପୁର ୨୮, ସୁନ୍ଦରଗଡ ୨୫୦,ଷ୍ଟେଟ ପୁଲରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୫,୬୦୩କୁ ବୃଦ୍ଧି ପାଇଛି। ୧୩,୦୦,୦୨୩ ମୋଟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ହଜାର ୩୮୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories