www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଆଉ ୮୭୦ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ୮୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୫୭,ସଙ୍ଗରୋଧରୁ ୫୦୯,ସ୍ଥାନୀୟ ୩୬୧। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୬,୪୭୩କୁ ବୃଦ୍ଧି ପାଇଛି। ୧୩,୦୦,୯୫୧ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୩୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧୦, ବରଗଡ ୩୬, ଭଦ୍ରକ, ୮, ବଲାଙ୍ଗୀର ୪୫, ବୌଦ୍ଧ ୬, କଟକ ୨୦, ଦେଓଗଡ ୮, ଢେଙ୍କାନାଳ ୨, ଗଜପତି ୬, ଗଞ୍ଜାମ ୧, ଜଗତସିଂହପୁର ୫, ଯାଜପୁର ୧୬, ଝାରସୁଗୁଡା ୨୩, କଳାହାଣ୍ଡି ୬୩, କନ୍ଧମାଳ ୮, କେନ୍ଦ୍ରାପଡା ୬, କେନ୍ଦୁଝର ୫, ଖୋର୍ଦ୍ଧା ୧୪୦, କୋରାପୁଟ ୬, ମୟୁରଭଞ୍ଜ ୫୯, ନବରଙ୍ଗପୁର ୧୨, ନୟାଗଡ ୨୧, ନୂଆପଡା ୧୨, ପୁରୀ ୨, ରାୟଗଡା ୧୪, ସମ୍ବଲପୁର ୭୨, ସୋନପୁର ୧୭, ସୁନ୍ଦରଗଡ ୨୨୦, ଷ୍ଟେଟ ପୁଲରୁ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories