www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ହ୍ରାସ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୬୫୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୩୨,ସଙ୍ଗରୋଧରୁ ୩୮୧ ଓ ସ୍ଥାନୀୟ ୨୭୧।

- Advertisement -


୨୯ ଜିଲା ଓ ଷ୍ଟେଟପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୧୩୭, ଅନୁଗୁଳରୁ ୨, ବାଲେଶ୍ୱର ୬, ବରଗଡ ୪୬, ଭଦ୍ରକ ୧, ବଲାଙ୍ଗୀର ୪୭, ବୌଦ୍ଧ ୩, କଟକ ୧୪, ଦେଓଗଡ ୭, ଢେଙ୍କାନାଳ ୩, ଗଜପତି ୬, ଗଞ୍ଜାମ ୧, ଯାଜପୁର ୮, ଝାରସୁଗୁଡା ୯, କଳାହାଣ୍ଡି ୩୬, କନ୍ଧମାଳ ୧୩, କେନ୍ଦ୍ରାପଡା ୨, କେନ୍ଦୁଝର ୧, ଖୋର୍ଦ୍ଧା ୭୦, କୋରାପୁଟ ୧୧, ମାଲକାନଗିରି ୨, ମୟୁରଭଞ୍ଜ ୪୩, ନବରଙ୍ଗପୁର ୩୪, ନୟାଗଡ ୧୮, ନୂଆପଡା ୧୬, ପୁରୀ ୭, ରାୟଗଡା ୧୫, ସମ୍ବଲପୁର ୫୮, ସୋନପୁର ୨୧, ଷ୍ଟେଟପୁଲରୁ ୧୫। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩,୧୯,୫୨୭କୁ ବୃଦ୍ଧି ପାଇଛି। ୧୩,୦୪,୫୨୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୭୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories