www.samajalive.in
Saturday, December 6, 2025
26.1 C
Bhubaneswar

ଓଡିଶାରେ କରୋନା ; ଚିହ୍ନଟ ହେଲେ ୨୮୦ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ହ୍ରାସ ହେଉଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୨୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୦,ସଙ୍ଗରୋଧରୁ ୧୬୫ ଓ ସ୍ଥାନୀୟ ୧୧୫।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୮, ବରଗଡ ୯, ବଲାଙ୍ଗୀର ୯, ବୌଦ୍ଧ ୪, କଟକ ୨୨, ଦେଓଗଡ ୫, ଗଜପତି ୫, ଗଞ୍ଜାମ ୬, ଜଗତସିଂହପୁର ୨, ଯାଜପୁର ୭, ଝାରସୁଗୁଡା ୩, କଳାହାଣ୍ଡି ୭, କେନ୍ଦ୍ରାପଡା ୪, କେନ୍ଦୁଝର ୨, ଖୋର୍ଦ୍ଧା ୬୧, କୋରାପୁଟ ୫, ମୟୁରଭଞ୍ଜ ୧୨, ନବରଙ୍ଗପୁର ୫, ନୟାଗଡ ୧୨, ନୂଆପଡା ୧୫, ପୁରୀ ୪, ରାୟଗଡା ୧, ସମ୍ବଲପୁର ୮, ସୋନପୁର ୩, ସୁନ୍ଦରଗଡ ୪୫, ଷ୍ଟେଟ ପୁଲରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୩,୫୮୭କୁ ବୃଦ୍ଧି ପାଇଛି। ୧୩,୧୧,୩୯୪ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୯୮୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories