www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ୬୦ରେ ସୀମିତ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୫୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦, ସଙ୍ଗରୋଧରୁ ୩୨,ସ୍ଥାନୀୟ ୨୩। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮କୁ ବୃଦ୍ଧି ପାଇଛି। ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୧୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୩, ବଲାଙ୍ଗୀର ୯, କଟକ ୪, ଦେଓଗଡ୧, ଗଜପତି ୬, ଗଞ୍ଜାମ ୨, ଯାଜପୁର ୫, ଖୋର୍ଦ୍ଧା ୬, କୋରାପୁଟ ୧, ମୟୁରଭଞ୍ଜ ୨, ନୟାଗଡ ୧, ସମ୍ବଲପୁର ୬, ସୁନ୍ଦରଗଡ ୮, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories