www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ । ୨୪ ଘଣ୍ଟାରେ ଆଉ ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ୧୮ ବର୍ଷ ମଧ୍ୟରେ ୧୭,ସଙ୍ଗରୋଧରୁ ୩୫,ସ୍ଥାନୀୟ ୨୪। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୦୮କୁ ବୃଦ୍ଧି ପାଇଛି।ମୋଟ ୧୨,୭୮,୦୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୦୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତିି।

- Advertisement -


୧୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୩, ବଲାଙ୍ଗୀର ୨,କଟକ ୪, ଦେଓଗଡ ୧, ଗଜପତି ୫, ଯାଜପୁର ୩, ଖୋର୍ଦ୍ଧା ୧୪, ମୟୁରଭଞ୍ଜ ୪, ସମ୍ବଲପୁର ୩, ସୁନ୍ଦରଗଡ ୧୫ ଓ ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories