www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତକାଲି ତୁଳନାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୧୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩,ସଙ୍ଗରୋଧରୁ ୮ ଓ ସ୍ଥାନୀୟ ୬। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୭୪କୁ ବୃଦ୍ଧି ପାଇଛି। ୧୨,୭୮,୫୬୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୭ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୨, ବଲାଙ୍ଗୀର ୩, ଦେଓଗଡ ୧, ଗଜପତି ୧, କେନ୍ଦ୍ରାପଡା ୨, ସୋନପୁର ୧, ସୁନ୍ଦରଗଡ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories