www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ କରୋନା ; ୨୦୦ରେ ସୀମିତ ଦୈନିକ ସଂକ୍ରମଣ

ଭୁବନେଶ୍ୱର :ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଛି।୨୪ ଘଣ୍ଟାରେ ଆଉ୧୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୨୮, ସଙ୍ଗରୋଧରୁୁ ୮୬, ସ୍ଥାନୀୟ ୫୭। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୩୪୯କୁ ବୃଦ୍ଧି ପାଇଛି। ୧୨,୭୪,୦୪୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୧୬୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୪ ଜିଲା ଓ ଷ୍ଟେଟପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮, ବାଲେଶ୍ୱର ୧୧, ବରଗଡ ୧, ଭଦ୍ରକ ୨, ବଲାଙ୍ଗୀର ୧, ବୌଦ୍ଧ ୩, କଟକ ୮, ଗଜପତି ୨୦, ଗଞ୍ଜାମ ୨, ଜଗତସିଂହପୁର ୧, ଯାଜପୁର ୪,ଝାରସୁଗୁଡା ୧୦, କନ୍ଧମାଳ ୧, କେନ୍ଦ୍ରାପଡା ୧୩, ଖୋର୍ଦ୍ଧା ୮, କୋରାପୁଟ ୬, ମୟୁରଭଞ୍ଜ ୭, ନବରଙ୍ଗପୁର ୪, ନୟାଗଡ ୨, ପୁରୀ ୨, ରାୟଗଡା ୧, ସମ୍ବଲପୁର ୧୧, ସୋନପୁର ୬, ସୁନ୍ଦରଗଡ ୯, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories