www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ୯ ହଜାର ପାର୍‌‌ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ଆଜି ପୁଣି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ମଙ୍ଗଳବାର ତୁଳନାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ପ୍ରତିଶତ ବୃଦ୍ଧି ହୋଇଛି। ମାତ୍ର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚାନାନୁଯାୟୀ ୨୪ ଘଣ୍ଟାରେ ଦେଶରେ ଆଉ ୯ ହଜାର ୬୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୦୧୩କୁ ବୃଦ୍ଧି ପାଇଛି। ୨୯ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ଅତିକ୍ରମ କରିଥିବା ବେଳେ ମଙ୍ଗଳବାର ୬,୬୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମଙ୍ଗଳବାର ୬୩,୩୮୦ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ବୁଧବାର ଏହା ହ୍ରାସ ହୋଇ ୬୧,୦୧୩ ହୋଇଛି।

 

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories