www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୭୯୭ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନାର ବୃଦ୍ଧି ପାଉଥିବା ମାମଲା ପୁଣି ଚିନ୍ତା ବଢାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଶୁକ୍ରବାର ମିଳିଥିବା ସୂଚନାନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ପ୍ରାୟ ୭୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୭ ମାସ ମଧ୍ୟରେ (୨୨୫) ଦିନରେ ମିଳିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହା ସବୁଠାରୁ ଅଧିକ। ଦେଶରେ କରୋନାର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୯୧ରେ ପହଞ୍ଚିଛି। ଏହାସହ କରୋନାରେ ୨୪ ଘଣ୍ଟାରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories