www.samajalive.in
Friday, December 5, 2025
20.1 C
Bhubaneswar

୨୪ ଘଣ୍ଟାରେ ୩ହଜାର ୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩ହଜାର ୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୦୧୭ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୪୨୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯,୧୧୯ରେ ପହଞ୍ଚିଛି। ୧,୮୧,୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୬,୭୪୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -


୩୦ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ୬୦୧ ଓ କଟକରୁ ୩୫୯। ଅନୁଗୁଳରୁ ୧୦୦, ବାଲେଶ୍ୱର ୧୫୨, ବରଗଡ଼ ୧୧୧, ଭଦ୍ରକ ୯୫, ବଲାଙ୍ଗୀର ୧୧୪, ବୌଦ୍ଧ ୧୦, ଦେଓଗଡ଼ ୧୩, ଢେଙ୍କାନାଳ ୪୭, ଗଜପତି ୧୮, ଗଞ୍ଜାମ ୫୪, ଜଗତସିଂହପୁର ୭୮, ଯାଜପୁର ୧୩୦, ଝାରସୁଗୁଡ଼ା ୭୭, କଳାହାଣ୍ଡି ୭୬, କନ୍ଧମାଳ ୧୦୩, କେନ୍ଦ୍ରାପଡ଼ା ୧୦୧, କେନ୍ଦୁଝର ୯୭, କୋରାପୁଟ ୫୨, ମାଲକାନଗିରି ୨୯, ମୟୁରଭଞ୍ଜ ୧୪୧, ନବରଙ୍ଗପୁର ୮୯, ନୟାଗଡ଼ ୮୮, ନୂଆପଡ଼ା ୮୭, ପୁରୀ ୧୩୨,ରାୟଗଡ଼ା ୨୯, ସମ୍ବଲପୁର ୧୩୧, ସୋନପୁର ୯୪, ସୁନ୍ଦରଗଡ଼ ୮୧, ଷ୍ଟେଟ ପୁଲ ୧୫୪ ଚିହ୍ନଟ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories