www.samajalive.in
Sunday, December 7, 2025
16.1 C
Bhubaneswar

୨୪ ଘଣ୍ଟାରେ ୩ହଜାର ୬୦୦ ନୂଆ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧାରୁ ୭୬୬

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩ହଜାର ୬୦୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୧୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୪୯୧ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛିନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ ରେ ପହଞ୍ଚିଛି। ୧,୯୦,୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୫,୩୨୬ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଓ କଟକରୁ ୩୫୮ । ଅନୁଗୁଳରୁ ୧୦୦, ବାଲେଶ୍ୱରରୁ ୧୦୭, ବରଗଡ଼ ୧୦୬, ଭଦ୍ରକ ୮୨, ବଲାଙ୍ଗୀର ୯୯, ବୌଦ୍ଧ ୪୭, ଦେଓଗଡ଼ ୧୧, ଢେଙ୍କାନାଳ ୪୭, ଗଜପତି ୧୯, ଗଞ୍ଜାମ ୩୧, ଜଗତସିଂହପୁର ୭୩, ଯାଜପୁର ୧୩୯, ଝାରସୁଗୁଡ଼ା ୪୧, କଳାହାଣ୍ଡି ୫୧, କନ୍ଧମାଳ ୯୭, କେନ୍ଦ୍ରାପଡ଼ା ୧୨୯, କେନ୍ଦୁଝର ୧୦୬, କୋରାପୁଟ ୬୬, ମାଲାକନଗିରି ୪୬, ମୟୁରଭଞ୍ଜ ୧୫୬, ନବରଙ୍ଗପୁର ୧୧୬, ନୟାଗଡ଼ ୭୪, ନୂଆପଡ଼ା ୮୪, ପୁରୀ ୧୧୫, ରାୟଗଡ଼ା ୩୨, ସମ୍ବଲପୁର ୧୨୬, ସୋନପୁର ୧୨୯, ସୁନ୍ଦରଗଡ଼ ୮୯, ଷ୍ଟେଟ ପୁଲ୍‍ ୧୫୮ ଚିହ୍ନଟ ହୋଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories