ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମଣ ; ଏହି ଲକ୍ଷଣ ଦେଖାଯିବା ମାତ୍ରେ ହୋଇ ଯାଆନ୍ତୁ ସାବଧାନ..

ନୂଆଦିଲ୍ଲୀ : ବୃଦ୍ଧି ପାଉଥିବା କରୋନା ମାମଲା ପୁଣି ଥରେ ଭାରତରେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । କିଛି ଦିନରେ କରୋନାର ସକ୍ରିୟ ମାମଲା ୫୩୦୦ରୁ ଅଧିକ ହୋଇ ସାରିଛି । ଦେଶରେ ପୁଣି ଥରେ କରୋନା ବୃଦ୍ଧି ପାଉଥିବା ଦେଖାଯାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ପ୍ରାୟ ୫୦୦ରୁ ଅଧିକ ମାମଲା ସାମ୍ନାକୁ ଆସିଛି । ୫ ଜୁନ୍‌ ପର୍ଯ୍ୟନ୍ତ କରୋନାର ମାମଲା ୪,୮୬୬ ଥିଲା । … Continue reading ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମଣ ; ଏହି ଲକ୍ଷଣ ଦେଖାଯିବା ମାତ୍ରେ ହୋଇ ଯାଆନ୍ତୁ ସାବଧାନ..