ରାଜ୍ୟରେ ଆଉ ନୂଆ ସଂକ୍ରମିତ ୮୫୩

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ୧ ହଜାର ତକଳୁ ରହୁଛି। ୨୪ ଘଣ୍ଟାରେ ଆଉ ୮୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୦। ସଙ୍ଗରୋଧରୁ ୪୯୬,ସ୍ଥାନୀୟ ୩୫୭। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ୯,୮୪,୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୩୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

prayash


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱର ୪୬,ବରଗଡ ୧୨, ଭଦ୍ରକ ୧୮, ବଲାଙ୍ଗୀର ୨, କଟକ ୧୪୦, ଦେଓଗଡ ୧୩, ଢେଙ୍କାନାଳ ୧୦, ଗଜପତି ୧, ଗଞ୍ଜାମ ୧୧, ଜଗତସିଂହପୁର ୩୨, ଯାଜପୁର ୩୩, ଝାରସୁଗୁଡା ୨, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୬, ଖୋର୍ଦ୍ଧା ୨୮୬, କୋରାପୁଟ ୩, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନୟାଗଡ ୨୨, ପୁରୀ ୩୫, ରାୟଗଡା ୪, ସମ୍ବଲପୁର ୧୯, ସୋନପୁର ୧, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

kalyan agarbati

Comments are closed.