www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶାରେ କରୋନା ; ୩ ହଜାର ୪୫୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ ଗତ ମାସ ଅପେକ୍ଷା ହ୍ରାସ ପାଇଥିବା ବେଳେ ୨୪ ଘଣ୍ଟାରେ ଆଉ ୩ ହଜାର ୪୫୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୪୩୬, ସଙ୍ଗରୋଧରୁ ୨୦୧୨ ଓ ସ୍ଥାନୀୟ ସଂକ୍ରମିତ ୧୪୩୮।
ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୫,୭୭୬ରେ ପହଞ୍ଚିଛି। ୧୨,୦୯,୩୧୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭,୭୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୧୪। ଅନୁଗୁଳରୁ ୧୫୨,ବାଲେଶ୍ୱର ୧୦୫, ବରଗଡ ୮୨, ଭଦ୍ରକ ୫୨, ବଲାଙ୍ଗୀର ୧୦୩, ବୌଦ୍ଧ ୫୩, କଟକ ୨୦୨, ଦେଓଗଡ ୭୧, ଢେଙ୍କାନାଳ ୩୫, ଗଜପତି ୭୩, ଗଞ୍ଜାମ ୬୪, ଜଗତସିଂହପୁର ୬୪, ଯାଜପୁର ୭୩, ଝାରସୁଗୁଡା ୫୫, କଳାହାଣ୍ଡି ୬୩, କନ୍ଧମାଳ ୪୪, କେନ୍ଦ୍ରାପଡା ୬୦, କେନ୍ଦୁଝର ୩୯, କୋରାପୁଟ ୫୩, ମାଲକାନଗିରି ୧୬, ମୟୁରଭଞ୍ଜ ୧୮୦, ନବରଙ୍ଗପୁର ୯୯,ନୟାଗଡ ୧୨୫, ନୂଆପଡା ୧୮୧, ପୁରୀ ୭୨, ରାୟଗଡା ୩୬, ସମ୍ବଲପୁର ୧୩୧, ସୋନପୁର ୨୧, ସୁନ୍ଦରଗଡ ୨୮୭, ଷ୍ଟେଟ ପୁଲରୁ ୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories