www.samajalive.in
Saturday, December 6, 2025
26.1 C
Bhubaneswar

୫ ଜିଲାରୁ ୧୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪,ସଙ୍ଗରୋଧରୁ ୭ ଓ ସ୍ଥାନୀୟ ୫ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪କୁ ବୃଦ୍ଧି ପାଇଛି। ୧୨,୭୮,୫୩୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୫ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୧, ବଲାଙ୍ଗୀର ୫, କଟକ ୧, ଖୋର୍ଦ୍ଧା ୧, ସମ୍ବଲପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories