www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ୧୦ ଲକ୍ଷ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ୧୦ ଲକ୍ଷ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଆଉ ୯୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୧୬ । ସଙ୍ଗରୋଧରୁ ୫୩୧ ଓ ସ୍ଥାନୀୟ ସଂକ୍ରମଣ ୩୮୦। ୯,୮୩,୨୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୪୯୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୩, ବାଲେଶ୍ୱର ୫୧, ବରଗଡ ୭, ଭଦ୍ରକ ୧୨, ବଲାଙ୍ଗୀର ୫, କଟକ ୮୮, ଦେଓଗଡ ୧୦, ଢେଙ୍କାନାଳ ୧୬,ଗଜପତି ୬,ଗଞ୍ଜାମ ୪, ଜଗତସିଂହପୁର ୨୪, ଯାଜପୁର ୪୯, ଝାରସୁଗୁଡା ୨, କଳାହାଣ୍ଡି ୭, କନ୍ଧମାଳ ୪, କେନ୍ଦ୍ରାପଡା ୩୧, କେନ୍ଦୁଝର ୧୦, ଖୋର୍ଦ୍ଧା ୩୫୨, କୋରାପୁଟ ୬, ମାଲକାନଗିରି ୭, ମୟୁରଭଞ୍ଜ ୩୮, ନୟାଗଡ ୧୯, ପୁରୀ ୩୦, ରାୟଗଡା ୭, ସମ୍ବଲପୁର ୧୩, ସୋନପୁର ୩, ସୁନ୍ଦରଗଡ ୮, ଷ୍ଟେଟ ପୁଲରୁ ୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories