www.samajalive.in
Monday, December 15, 2025
27.1 C
Bhubaneswar

ଗୁଣୁପୁରରେ ଖୋଲିଲା କୋଭିଡ ଯତ୍ନ କେନ୍ଦ୍ର

ଗୁଣୁପୁର : ରାୟଗଡା ଜିଲ୍ଲା ଗୁଣୁପୁର ଠାରେ ଗୁରୁବାରଠାରୁ କୋଭିଡ ଯତ୍ନ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ବିକ୍ରମପୁର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସା କେନ୍ଦ୍ର ଖୋଲାଯାଇଛି। ଗତ ଏକ ମାସ ମଧ୍ୟରେ ଗୁଣୁପୁର ସହରରେ ପ୍ରାୟ ଚାରି ଶହ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସା ପାଇଁ ଏଠାରୁ ୭୦ କିଲୋମିଟର ଦୂର ରାୟଗଡା ଜେ.କେ ପୁର ଯିବାକୁ ପଡୁଥିଲା। ଇତି ମଧ୍ୟରେ ଅନେକ ରୋଗୀଙ୍କର ଉପଯୁକ୍ତ ଚିକିତ୍ସା ଅଭାବରୁ ମୃତ୍ୟୁ ଘଟୁଥିବା ବେଳେ ଗୁଣୁପୁର ଠାରେ ଏକ ଚିକିତ୍ସାଳୟ ଖୋଲିବାକୁ ଦାବି ହେଉଥିଲା। ପ୍ରଶାସନ ପକ୍ଷରୁ ଆଜି ଏଠାରେ ୧୪ ଜଣ କର୍ମଚାରୀଙ୍କୁ ନେଇ କୋଭିଡ ଯତ୍ନ କେନ୍ଦ୍ର ଆରମ୍ଭ କରାଯାଇଛି।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories